ଶନିବାର ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ କେରଳ ଛୁଇଁବାର ସପ୍ତାହେ ପରେ ବି ଓଡ଼ିଶା ପହଞ୍ଚିପାରି ନାହିଁ। ମୌସୁମୀ ଓଡ଼ିଶା ଛୁଇଁବାକୁ ଆହୁରି ୨ରୁ ୩ ଦିନ ସମୟ ଲାଗିବ ବୋଲି ଆଜି ପାଣିପାଗ ବିଭାଗ ଆକଳନ କରିଛି। କିନ୍ତୁ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ। ଯାହାର ପ୍ରଭାବ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ବୋଲି ଆକଳନ ହୋଇଛି। ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, […]

moonsoon-..........

moonsoon-..........

Subhransu Sekhar
  • Published: Wednesday, 19 June 2019
  • Updated: 19 June 2019, 03:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ କେରଳ ଛୁଇଁବାର ସପ୍ତାହେ ପରେ ବି ଓଡ଼ିଶା ପହଞ୍ଚିପାରି ନାହିଁ। ମୌସୁମୀ ଓଡ଼ିଶା ଛୁଇଁବାକୁ ଆହୁରି ୨ରୁ ୩ ଦିନ ସମୟ ଲାଗିବ ବୋଲି ଆଜି ପାଣିପାଗ ବିଭାଗ ଆକଳନ କରିଛି।
କିନ୍ତୁ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ। ଯାହାର ପ୍ରଭାବ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ବୋଲି ଆକଳନ ହୋଇଛି। ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ଜଣାପଡ଼ିଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଏହି ଉପକୂଳ ଜିଲ୍ଲାରେ ବର୍ଷାର ପ୍ରଭାବ ବେଶି ରହିବ ବୋଲି ପାଣିପାଗ ବିଭାଗ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story