ଗୋଟିଏ ଗଲା, ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୋଟିଏ ଲଘୁଚାପ ଗଲା। ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୯ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ଆଗାମୀ ୪ ଦିନ ପାଇଁ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି। ଆଜିଠାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, […]

Heavy-Rain

Heavy-Rain

Manoranjan Sial
  • Published: Monday, 15 August 2022
  • Updated: 15 August 2022, 04:03 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୋଟିଏ ଲଘୁଚାପ ଗଲା। ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୯ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅନ୍ୟପକ୍ଷରେ ଆଗାମୀ ୪ ଦିନ ପାଇଁ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି। ଆଜିଠାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1559101030977064960?s=20&t=Ox1xhwtaO7OlGfasoW2RTw

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଦୁଇ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ବର୍ଷା ହୋଇପାରେ। ସେଥିପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1559116626858954752?s=20&t=Ox1xhwtaO7OlGfasoW2RTw

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ବରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସିବୁ ଜିଲ୍ଲା ୧୨ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story