ହଠାତ୍ ନବୀନ ଡାକିଲେ ବୈଠକ

  • Published: Tuesday, 04 July 2023
  • , Updated: 04 July 2023, 01:00 PM IST

ସାଧାରଣ ନିର୍ବାଚନ ଆଗକୁ ଥିବାରୁ ଏନେଇ ରଣନୀତି ପ୍ରସ୍ତୁତ କରିବାକୁ ବିଜେଡି ଆରମ୍ଭ କରିଦେଇଛି ।  ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ନବୀନ ନିବାସରେ ଦଳର ବରିଷ୍ଠ ନେତାଙ୍କ ସହ ଆଲୋଚନା କରିଛନ୍ତି।  ଏହି ବୈଠକରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅତନୁ ସବ୍ୟସାଚୀ ନାୟକ, ପ୍ରୀତିରଂଜନ ଘଡ଼େଇ, ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର ଓ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ।

Related story