‘ପେତାଇ’ ପାଇଁ ପଦକ୍ଷେପ: ୧୧ ହଜାର ଲୋକଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ପେତାଇ’ ଆଜି ଅପରାହ୍ଣରେ ଆନ୍ଧ୍ର ପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ଉପକୂଳ ଆନ୍ଧ୍ର ପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଲ୍ୟାଣ୍ଡ୍ ଫଲ୍ ସମୟରେ ଘଣ୍ଟାପ୍ରତି ୭୦ ରୁ ୯୦ କି.ମି ବେଗରେ ପବନ ମଧ୍ୟ ବହିବ। ଓଡ଼ିଶାରେ ମଧ୍ୟ ‘ପେତାଇ’ର ପ୍ରଭାବ ପଡ଼ିବ। ଏହା ପ୍ରଭାବରେ ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ କହିଥିବା ବେଳେ […]

andhrasee

andhrasee

Jitendra Garnayak
  • Published: Monday, 17 December 2018
  • Updated: 17 December 2018, 11:05 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ପେତାଇ’ ଆଜି ଅପରାହ୍ଣରେ ଆନ୍ଧ୍ର ପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ଉପକୂଳ ଆନ୍ଧ୍ର ପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଲ୍ୟାଣ୍ଡ୍ ଫଲ୍ ସମୟରେ ଘଣ୍ଟାପ୍ରତି ୭୦ ରୁ ୯୦ କି.ମି ବେଗରେ ପବନ ମଧ୍ୟ ବହିବ।

ଓଡ଼ିଶାରେ ମଧ୍ୟ ‘ପେତାଇ’ର ପ୍ରଭାବ ପଡ଼ିବ। ଏହା ପ୍ରଭାବରେ ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ କହିଥିବା ବେଳେ ଆଉ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ପାଣିପାଗ ବିଭାଗର ସତର୍କ ସୂଚନା ଆଧାରରେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଜିଲ୍ଲାରେ ୧୧ ହଜାର ୬୦୦ଜଣ ଲୋକଙ୍କୁ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ମୋଟ ୧୭୪ଟି ଆଶ୍ରୟ ସ୍ଥଳରେ ଏମାନଙ୍କୁ ରଖାଯାଇଛି। ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ଆସିଥିବା ସାମୁଦ୍ରିକ ଝଡ଼ ‘ତିତ୍‌ଲି’ ପ୍ରଭାବରେ ଗଜପତି ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା।

‘ପେତାଇ’ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ବଲାଙ୍ଗିର ଜିଲ୍ଲାରେ ୩୧ମି.ମି ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୨୧ ମି.ମି. ବର୍ଷା ହୋଇଛି। ଭବାନୀପାଟଣାରେ ସର୍ବାଧିକ ୩୭ ମି.ମି. ବର୍ଷା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story