‘କରୋନାରେ ଗରିବଙ୍କ ଜୀବନକୁ ପରିବର୍ତ୍ତନ କରିଛି ଉଜ୍ଜ୍ୱଳା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ସମୟରେ ଗରିବଙ୍କ ଜୀବନକୁ ପରିବର୍ତ୍ତନ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା। କରୋନା ଭୟ ସତ୍ତ୍ୱେ ଏହି ଯୋଜନାରେ ଦେଶର ୮ କୋଟି ଗରିବ ପରିବାରଙ୍କ ପାଖରେ ଗ୍ୟାସ୍‌ ପହଞ୍ଚିଛି। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ସାହାଯ୍ୟରେ ବିହାରରେ ପେଟ୍ରୋଲିୟମ କ୍ଷେତ୍ରର ତିନୋଟି ମହତ୍ୱକାକ୍ଷୀ ପ୍ରକଳ୍ପର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା କହିଛନ୍ତି। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାରାଦୀପ-ହଳଦିଆ-ଦୁର୍ଗାପୁର-ମୁଜାଫରପୁର ପାଇପ୍‌ଲାଇନର ବାଙ୍କା ପର୍ଯ୍ୟନ୍ତ ସଂପ୍ରସାରଣ, ବିହାରର ବାଙ୍କାଠାରେ ଏଲପିଜି ବଟଲିଂ […]

modi

modi

Manoranjan Sial
  • Published: Monday, 14 September 2020
  • Updated: 14 September 2020, 05:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ସମୟରେ ଗରିବଙ୍କ ଜୀବନକୁ ପରିବର୍ତ୍ତନ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା। କରୋନା ଭୟ ସତ୍ତ୍ୱେ ଏହି ଯୋଜନାରେ ଦେଶର ୮ କୋଟି ଗରିବ ପରିବାରଙ୍କ ପାଖରେ ଗ୍ୟାସ୍‌ ପହଞ୍ଚିଛି। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ସାହାଯ୍ୟରେ ବିହାରରେ ପେଟ୍ରୋଲିୟମ କ୍ଷେତ୍ରର ତିନୋଟି ମହତ୍ୱକାକ୍ଷୀ ପ୍ରକଳ୍ପର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା କହିଛନ୍ତି।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାରାଦୀପ-ହଳଦିଆ-ଦୁର୍ଗାପୁର-ମୁଜାଫରପୁର ପାଇପ୍‌ଲାଇନର ବାଙ୍କା ପର୍ଯ୍ୟନ୍ତ ସଂପ୍ରସାରଣ, ବିହାରର ବାଙ୍କାଠାରେ ଏଲପିଜି ବଟଲିଂ ପ୍ଲାଣ୍ଟ ଓ ଚମ୍ପାରନରେ ଏଲ୍‌ପିଜି ବଟଲିଂ ପ୍ଲାଣ୍ଟ। ଏହି ଭର୍ଚୁଆଲ ଉଦ୍‌ଘାଟନ ସମାରୋହରେ ସାମିଲ ହୋଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସେ କହିଛନ୍ତି-“ଆଜି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଥିବା ପାରାଦୀପ-ହଳଦିଆ-ଦୁର୍ଗାପୁର-ମୁଜାଫରପୁର ପାଇପଲାଇନର ଦୁର୍ଗାପୁର ବାଙ୍କା ସେକ୍ସନ ଓ ଅନ୍ୟାନ୍ୟ ପ୍ରକଳ୍ପ ‘ମିଶନ ପୂର୍ବୋଦୟ’ରେ ବଡ଼ ପଦକ୍ଷେପ। ଏହି ପାଇପଲାଇନ ପ୍ରକଳ୍ପର ନିର୍ମାଣ ଓ ସଂପ୍ରସାରଣ ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ସେହିପରି ଇଣ୍ଡିଆନ ଅଏଲର ବାଙ୍କା ସ୍ଥିତ ଏଲପିଜି ବଟଲିଂ ପ୍ଲାଂଟ‌୍‍ ବାର୍ଷିକ ୮୫ ଲକ୍ଷ ଗ୍ୟାସ ସିଲିଣ୍ଡର ଉତ୍ପାଦନ କରିବ। ବିହାରରେ ନିଯୁକ୍ତି ମଧ୍ୟ ସୃଷ୍ଟି କରିବ। ସେହିପରି ହିନ୍ଦୁସ୍ତାନ ପେଟ୍ରୋଲିୟମ୍‌ କର୍ପୋରେସନ ଲିମିଟେଡ‌୍‍(ଏଚପିସିଏଲ)ର ଚମ୍ପାରନଠାରେ ବାର୍ଷିକ ୧ ଲକ୍ଷ ୨୦ ହଜାର କ୍ଷମତା ବିଶିଷ୍ଟ ଏଲପିଜି ବଟଲିଂ ପ୍ଲାଂଟ କରିବ। ଏହାଦ୍ୱାରା ବିହାରବାସୀଙ୍କ ଜୀବନଶୈଳିକୁ ପରିବର୍ତ୍ତନ କରିବାରେ ବଡ ଭୂମିକା ନେବ। ତେବେ ବିହାରରେ ଦୁଇଟି ଏଲପିଜି ବଟଲିଂ ପ୍ଲାଟ‌୍‍ ସ୍ୱଚ୍ଛ ଇନ୍ଧନ ଓ ଏଲପିଜିର ବଢୁଥିବା ଆବଶ୍ୟକତାକୁ ପୂରଣ କରିବ। ବିହାରକୁ ଆତ୍ମନିର୍ଭର କରିବା ସହ ମହିଳାଙ୍କୁ ମଧ୍ୟ ସଶକ୍ତ କରିବ।”

ସେ ଆହୁରି କହିଛନ୍ତି-“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅମଳରେ ପୂର୍ବ ଭାରତର ବିକାଶକୁ ସର୍ବାଧିକ ପ୍ରାଥମିକତା ଦିଆଯାଇଛି। ପୂର୍ବ ଭାରତ ଓ ଉତ୍ତର ପୂର୍ବ ଅଞ୍ଚଳର ଅଭିବୃଦ୍ଧି ଓ ବିକାଶ ନହେଲେ ସମଗ୍ର ଭାରତର ସନ୍ତୁଳିତ ବିକାଶ ଅସମ୍ଭବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସେଥିପାଇଁ ପ୍ରଧାନମନ୍ତ୍ରୀ ତିନି ବର୍ଷ ପୂର୍ବେ ଅଗଷ୍ଟ ୧୫ ତଥା ସ୍ୱାଧୀନତା ଦିବସରେ ଐତିହାସିକ ଲାଲକିଲ୍ଲାଠାରୁ ‘ମିଶନ ପୂର୍ବୋଦୟ’ ଆରମ୍ଭ କରିଥିଲେ। ବିହାରରକୁ ଆର୍ଥିକ ରୂପେ ସମ୍ପନ୍ନ କରି ମୁଖ୍ୟସ୍ରୋତରେ ଯୋଡିବା ପାଇଁ ପ୍ରଧାନମନ୍ତ୍ରୀ ନିରନ୍ତର ଉଦ୍ୟମ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ହିଁ ବିହାରରେ ଦୀର୍ଘ ଦିନରୁ ଅଚଳ ପଡିଥିବା ବରୋନି ବିଶୋଧନାଗାରକୁ କାର୍ଯ୍ୟକ୍ଷମ କରାଗଲା। ଆଗାମୀ ପିଢିର ଭିତିଭୂମିର ବିକାଶ ପାଇଁ ବିହାରରେ ପ୍ରାକୃତିକ ଗ୍ୟାସ୍‌ ପାଇପ୍‌ଲାଇନ୍‌ର
ଶୁଭାରମ୍ଭ ହୋଇଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story