ବଢ଼ିଲା ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପୋତ୍ସାହନ ରାଶି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କୁ ତଥା ଚାକିରିଆଙ୍କୁ ସନ୍ତୁଷ୍ଟ କରିବାକୁ ପ୍ରୟାସ କରୁଥିବା ବେଳେ ଆଜି ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ କରିଛନ୍ତି ବଡ଼ ଘୋଷଣା। ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଥିବା ବେଳେ ସରକାର ଏହାକୁ ବଢ଼ାଇ ଦେଇଛନ୍ତି। ଅଙ୍ଗନବାଡ଼ି କର୍ମୀମାନେ ସେବା ନିବୃତ […]

lokseva bhawan

lokseva bhawan

Jitendra Garnayak
  • Published: Saturday, 08 January 2022
  • Updated: 08 January 2022, 06:48 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କୁ ତଥା ଚାକିରିଆଙ୍କୁ ସନ୍ତୁଷ୍ଟ କରିବାକୁ ପ୍ରୟାସ କରୁଥିବା ବେଳେ ଆଜି ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ କରିଛନ୍ତି ବଡ଼ ଘୋଷଣା। ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଥିବା ବେଳେ ସରକାର ଏହାକୁ ବଢ଼ାଇ ଦେଇଛନ୍ତି।

ଅଙ୍ଗନବାଡ଼ି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପାଇବେ। ମିନି ଅଙ୍ଗନବାଡ଼ି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିଭଳି ଅଙ୍ଗନବାଡ଼ି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ଏହି ନୂତନ ପ୍ରୋତ୍ସାହନ ରାଶିକୁ ପିଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି। ଏହାଦ୍ୱାର ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ଉପକୃତ ହେବେ। ଅନ୍ୟପକ୍ଷରେ ସରକାରଙ୍କ ଏହି ଘୋଷଣା ଦ୍ୱାରା ରାଜ୍ୟର ମୋଟ ୧ ଲକ୍ଷ ୩୦ ହଜାର ଅଙ୍ଗନବାଡ଼ି କର୍ମୀ ଉପକୃତ ହେବେ।

ସେହିଭଳି ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story