ଭୁବନେଶ୍ୱରର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ହୋମ୍ସ ଗ୍ରୁପରେ ଇନ୍କମ୍ ଟ୍ୟାକ୍ସ ରେଡ୍ ହୋଇଛି। ଭୁବନେଶ୍ୱର ଆଇଆରସି ଭିଲେଜରେ ଥିବା ଡିଏନ୍ ଗ୍ରୁପର ମୁଖ୍ୟ କାର୍ଯ୍ୟାଳୟ ସମେତ ୨୦ଟି ସ୍ଥାନରେ ଆୟକର ଚଢଉ ଚାଲିଥିବା ସୂଚନା ମିଳିଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ରେଡ୍ କରାଯାଇଥିବା ଜଣାପଡ଼ିଛି। ରେଡ୍ ବେଳେ ୟୁନିଟ୍-୪ ସ୍ଥିତ ପୋଷ୍ଟାଲ କଲୋନୀରେ ଥିବା ଜଣେ କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ଜବତ କରାଯାଇଛି। ଏହାସହ ଦେଢ଼ ଶହ ଫାଇଲ ଜବତ କରାଯାଇଥିବା ସୂଚନା ମିଳିଛି। ଜବତ ହୋଇଥିବା ୩୦ କୋଟି ଟଙ୍କା ୩ଟି ବାକ୍ସରେ ରଖାଯାଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।

Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।

Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।

Weather
ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ
ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।