Advertisment

ଏ ୩୦ କୋଟି କାହାର ?

ରେଡ୍‌ ବେଳେ ୟୁନିଟ୍-୪ ସ୍ଥିତ ପୋଷ୍ଟାଲ କଲୋନୀରେ ଥିବା ଡିଏନ୍ ଗ୍ରୁପର କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ଜବତ କରାଯାଇଛି।

Advertisment

ଭୁବନେଶ୍ୱରର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍‌ ହୋମ୍ସ ଗ୍ରୁପରେ ଇନ୍‌କମ୍‌ ଟ୍ୟାକ୍ସ ରେଡ୍ ହୋଇଛି। ଭୁବନେଶ୍ୱର ଆଇଆରସି ଭିଲେଜରେ ଥିବା ଡିଏନ୍ ଗ୍ରୁପର ମୁଖ୍ୟ କାର୍ଯ୍ୟାଳୟ ସମେତ ୨୦ଟି ସ୍ଥାନରେ ଆୟକର ଚଢଉ ଚାଲିଥିବା ସୂଚନା ମିଳିଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ରେଡ୍‌ କରାଯାଇଥିବା ଜଣାପଡ଼ିଛି।  ରେଡ୍‌ ବେଳେ ୟୁନିଟ୍-୪ ସ୍ଥିତ ପୋଷ୍ଟାଲ କଲୋନୀରେ ଥିବା ଜଣେ କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ଜବତ କରାଯାଇଛି। ଏହାସହ  ଦେଢ଼ ଶହ ଫାଇଲ ଜବତ କରାଯାଇଥିବା ସୂଚନା ମିଳିଛି। ଜବତ ହୋଇଥିବା ୩୦ କୋଟି ଟଙ୍କା ୩ଟି ବାକ୍ସରେ ରଖାଯାଇଥିଲା।

Advertisment
Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe