ଦଳୀୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିଲେ ବିଭିନ୍ନ ରାଜନୈତିକ ଦଳ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପାଳିତ ହୋଇଛି ସ୍ୱାଧୀନତା ଦିବସ। ବିଜେଡି କାର୍ଯ୍ୟାଳୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଥିଲେ। ଏହି  ଅବସରରେ ଦଳର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିଥିଲେ ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ। ଏହି ଅବସରରେ ଦଳର ସମସ୍ତ କର୍ମକର୍ତ୍ତାଙ୍କୁ ସଙ୍କଳ୍ପ ପାଠ କରାଯାଇଥିଲା। କଂଗ୍ରେସ  ଭବନରେ ବି ପାଳିତ ହୋଇଥିଲା ସ୍ୱାଧୀନତା ଦିବସ। ପିସିସି ସଭାପତି […]

bjd

bjd

Rakesh Mallick
  • Published: Tuesday, 15 August 2017
  • Updated: 15 August 2017, 01:44 PM IST

Sports

Latest News

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପାଳିତ ହୋଇଛି ସ୍ୱାଧୀନତା ଦିବସ। ବିଜେଡି କାର୍ଯ୍ୟାଳୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଥିଲେ। ଏହି  ଅବସରରେ ଦଳର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିଥିଲେ ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ। ଏହି ଅବସରରେ ଦଳର ସମସ୍ତ କର୍ମକର୍ତ୍ତାଙ୍କୁ ସଙ୍କଳ୍ପ ପାଠ କରାଯାଇଥିଲା।

କଂଗ୍ରେସ  ଭବନରେ ବି ପାଳିତ ହୋଇଥିଲା ସ୍ୱାଧୀନତା ଦିବସ। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ପତାକା ଉତ୍ତୋଳନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story