ଏଥର ଗାନ୍ଧି ମାର୍ଗ ନୁହେଁ ପ୍ରଦର୍ଶନୀ ପଡ଼ିଆରେ ହେବ ସ୍ୱାଧୀନତା ଦିବସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗ ବଦଳରେ ଏଥର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ହେବ। ଏନେଇ ଟ୍ୱିନ୍‌ ସିଟି ପୁଲିସ୍‌ କମିଶନର ସତ୍ୟଜିତ୍ ମହାନ୍ତି ସୂଚନା ଦେଛନ୍ତି। ତେବେ ଏଥର ରାଜ୍ୟସ୍ତରୀୟ  ପରେଡ୍‌ରେ ମୋଟ ୪ଟି ଟ୍ରୁପ୍‌ ଭାଗ ନେବେ। ଟେରିଟୋରିଆଲ ଆର୍ମି, ତେଲେଙ୍ଗାନା ପୁଲିସ୍, ସେଣ୍ଟ୍ରାଲ ଆର୍ମଡ ପୋଲିସ, ଓଡ଼ିଶା ସ୍ପେଶାଲ ଆର୍ମଡ ପୁଲିସ ଭାଗ ନେବେ।

flag

flag

Jyoshna Pradhan
  • Published: Tuesday, 06 August 2019
  • Updated: 06 August 2019, 02:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗ ବଦଳରେ ଏଥର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ହେବ। ଏନେଇ ଟ୍ୱିନ୍‌ ସିଟି ପୁଲିସ୍‌ କମିଶନର ସତ୍ୟଜିତ୍ ମହାନ୍ତି ସୂଚନା ଦେଛନ୍ତି।

ତେବେ ଏଥର ରାଜ୍ୟସ୍ତରୀୟ  ପରେଡ୍‌ରେ ମୋଟ ୪ଟି ଟ୍ରୁପ୍‌ ଭାଗ ନେବେ। ଟେରିଟୋରିଆଲ ଆର୍ମି, ତେଲେଙ୍ଗାନା ପୁଲିସ୍, ସେଣ୍ଟ୍ରାଲ ଆର୍ମଡ ପୋଲିସ, ଓଡ଼ିଶା ସ୍ପେଶାଲ ଆର୍ମଡ ପୁଲିସ ଭାଗ ନେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos