ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିମାନବନ୍ଦର ଇଣ୍ଡିଗୋ ବିମାନ ଉଡ଼ାଣକାରୀ ସଂସ୍ଥାର କମ୍ପ୍ୟୁଟରରେ ପ୍ରାୟ ୨ ଘଣ୍ଟା ଧରି ତ୍ରୁଟି ଦେଖା ଦେଇଥିଲା। ଯାହାଫଳରେ କୌଣସି କାର୍ଯ୍ୟ ହୋଇପାରି ନ ଥିଲା। ଏହାଦ୍ୱାରା ଇଣ୍ଡିଗୋ ବିମାନରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ବେଶ୍ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ତେବେ କେତେକ ବିମାନ ବିଳମ୍ବରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିବାରୁ ଏଠାରୁ ଉଡ଼ାଣ ଭରିବାରେ ବିଳମ୍ବ ହୋଇଛି।
ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା। ନୂଆଦିଲ୍ଲୀରେ ପ୍ରଦୂଷଣ ଯୋଗୁ ଗତ କିଛିଦିନ ଧରି ନୂଆଦିଲ୍ଲୀରୁ ଆସୁଥିବା ବିମାନଗୁଡ଼ିକ ଅହେତୁକ ବିଳମ୍ବ ହେଉଥିବା ଶ୍ରୀ ହୋତା ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି; କିଛି ଗଲେ, କିଛି ଆସିଲେ
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।