ବୁଦା ମୂଳରୁ ମିଳିଲା ନବଜାତ ଶିଶୁପୁତ୍ର

କେନ୍ଦୁଝର(ପ୍ରଣୟ ପାଣି): ବୁଦା ମୂଳରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। କେନ୍ଦୁଝର ଟାଉନ ଥାନା ସିଲୁଆଁ ଛକ ନିକଟରେ ଥିବା ଏକ ବୁଦା ମୂଳରୁ ଏକ ନବଜାତ ଶିଶୁକୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଛୁଆଟି ସୁସ୍ଥ ଥିବା ବେଳେ ତାକୁ ସେଠାରେ କିଏ ଫୋପାଡ଼ି ଦେଇ ପଳାଇଥିବା ସନ୍ଦେହ କରାଯାଉଛି। ଆଜି ସକାଳୁ ପ୍ରାତଃ ଭ୍ରମଣରେ ଯାଉଥିବା ଲୋକମାନେ ଛୁଆଟିର କାନ୍ଦ ଶୁଣି ଅଟକି ଯାଇଥିଲେ। ଏହାପରେ ଖୋଜାଖୋଜି କରି ନିକଟସ୍ଥ ଏକ ବୁଦା […]

infant

infant

Niharika Rout
  • Published: Thursday, 04 June 2020
  • Updated: 04 June 2020, 08:14 AM IST

କେନ୍ଦୁଝର(ପ୍ରଣୟ ପାଣି): ବୁଦା ମୂଳରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। କେନ୍ଦୁଝର ଟାଉନ ଥାନା ସିଲୁଆଁ ଛକ ନିକଟରେ ଥିବା ଏକ ବୁଦା ମୂଳରୁ ଏକ ନବଜାତ ଶିଶୁକୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଛୁଆଟି ସୁସ୍ଥ ଥିବା ବେଳେ ତାକୁ ସେଠାରେ କିଏ ଫୋପାଡ଼ି ଦେଇ ପଳାଇଥିବା ସନ୍ଦେହ କରାଯାଉଛି।

ଆଜି ସକାଳୁ ପ୍ରାତଃ ଭ୍ରମଣରେ ଯାଉଥିବା ଲୋକମାନେ ଛୁଆଟିର କାନ୍ଦ ଶୁଣି ଅଟକି ଯାଇଥିଲେ। ଏହାପରେ ଖୋଜାଖୋଜି କରି ନିକଟସ୍ଥ ଏକ ବୁଦା ମୂଳରୁ ଶିଶୁଟିକୁ ଉଦ୍ଧାର କରିଥଇଲେ।  ଶିଶୁର ପାଟି ଓ ଆଖି ପାଖରେ ପିମ୍ପୁଡି କାମୁଡି ଥିବା ଦେଖିବାକୁ ମିଳିଥିଲା ।ଖବର ପାଇ ସ୍ଥାନୀୟ ଆଶା କର୍ମୀ ଓ ଚାଇଲ୍ଡ  ଲାଇନ୍‌ କର୍ମଚାରୀ ପହଞ୍ଚି ଶିଶୁପୁତ୍ରଟିକୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story