ପ୍ରାୟ ୧୦ ଘଣ୍ଟା ପରେ ଖୋଲିଲା ଶ୍ରୀମନ୍ଦିର ଭିତର କବାଟ

ପୁରୀ(ଓଡ଼ିଶା ରିପୋର୍ଟର): ଶେଷରେ ଖୋଲିଛି ଶ୍ରୀମନ୍ଦିରର ଭିତର କବାଟ। ଦିନ ସାରା ଚରମ ବିଶୃଙ୍ଖଳା ପରେ କିଛି ସମୟ ପୂର୍ବରୁ ବଡ଼ଦେଉଳ ଦ୍ୱାର ଫିଟାଯାଇଛି। ଏଥିସହ ପ୍ରାୟ ୧୦ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ପୁଲିସ-ସେବାୟତ ମଧ୍ୟରେ ବିବାଦ ଯୋଗୁ ଆଜି ଭୋରରୁ ଖୋଲି ନ ଥିଲା ବଡ଼ଦେଉଳ ଦ୍ୱାର। ଏଥିଯୋଗୁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ […]

puritemple

puritemple

Manoranjan Sial
  • Published: Friday, 28 December 2018
  • Updated: 28 December 2018, 05:13 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଶେଷରେ ଖୋଲିଛି ଶ୍ରୀମନ୍ଦିରର ଭିତର କବାଟ। ଦିନ ସାରା ଚରମ ବିଶୃଙ୍ଖଳା ପରେ କିଛି ସମୟ ପୂର୍ବରୁ ବଡ଼ଦେଉଳ ଦ୍ୱାର ଫିଟାଯାଇଛି। ଏଥିସହ ପ୍ରାୟ ୧୦ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ପୁଲିସ-ସେବାୟତ ମଧ୍ୟରେ ବିବାଦ ଯୋଗୁ ଆଜି ଭୋରରୁ ଖୋଲି ନ ଥିଲା ବଡ଼ଦେଉଳ ଦ୍ୱାର। ଏଥିଯୋଗୁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁ ନିରାଶ ହୋଇଥିଲେ। ସିଂହଦ୍ୱାର ଆଗରେ ଅପେକ୍ଷା କରି ରହିଥିଲେ। ହଜାର ହଜାର ଭକ୍ତ ଭିତର କବାଟ ନ ଖୋଲିବାରୁ ଆଜି ଦିନ ସାଢେ ୧୧ଟାରେ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ପରେ ସେମାନେ ଲୁହା ବ୍ୟାରିକେଡ୍ ଭାଙ୍ଗି ଶ୍ରୀମନ୍ଦିର ଭିତରକୁ ପଶିଥିଲେ।

ଗତକାଲି ପୁଲିସ-ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପୁଲିସ ମାଡ଼ରେ ସେବାୟତ ଆହତ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ଦେଖାଦେଇଥିଲା ବିବାଦ।

ଆଜି ବିଳମ୍ୱିତ ରାତି ଯାଏ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ

ଆଜି ଶ୍ରୀଜିଉଙ୍କୁ ବିଳମ୍ବିତ ରାତି ଯାଏ ଦର୍ଶନ କରି ପାରିବେ ଭକ୍ତ। ଶୃଙ୍ଖଳିତ ଦର୍ଶନ ଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କାଯାଇଛି। ଆଜି କୌଣସି ଭକ୍ତ ଯେପରି ଦର୍ଶନରୁ ବଞ୍ଚିତ ନହୁଅନ୍ତି ବ୍ୟବସ୍ଥା ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story