ଖୋର୍ଦ୍ଧା ଜିଲ୍ଲାରେ ବଢ଼ିଲା ସରକାରୀ କ୍ୱାରେଣ୍ଟାଇନ୍ ଅବଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲାରେ ବୃଦ୍ଧି ହେଲା ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟାଇନ୍ ଅବଧି। ଏଣିକି ୭ ଦିନ ବଦଳରେ ୧୪ ଦିନ ସେମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ଜିଲ୍ଲାର ସବୁ ବ୍ଲକର ବିଡିଓଙ୍କୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ। ୭ ଦିନ ସରକାରୀ କ୍ୱାରେଣ୍ଟାଇନ୍‌ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତିଙ୍କର କରୋନା ପଜିଟିଭ ବାହାରି ଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ତା’ସହିତ ଗ୍ରାମାଞ୍ଚଳରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିବା ପାଇଁ […]

corona

corona

Jitendra Garnayak
  • Published: Sunday, 07 June 2020
  • Updated: 07 June 2020, 08:23 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲାରେ ବୃଦ୍ଧି ହେଲା ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟାଇନ୍ ଅବଧି। ଏଣିକି ୭ ଦିନ ବଦଳରେ ୧୪ ଦିନ ସେମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯିବ। ଜିଲ୍ଲାର ସବୁ ବ୍ଲକର ବିଡିଓଙ୍କୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ।

୭ ଦିନ ସରକାରୀ କ୍ୱାରେଣ୍ଟାଇନ୍‌ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତିଙ୍କର କରୋନା ପଜିଟିଭ ବାହାରି ଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ତା’ସହିତ ଗ୍ରାମାଞ୍ଚଳରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିବା ପାଇଁ ଲୋକଙ୍କ ଘରେ ସ୍ୱତନ୍ତ୍ର ପାଇଖାନା ମଧ୍ୟ ନାହିଁ।

ଏହି ଦୁଇଟି ମୁଖ୍ୟ କାରଣ ପାଇଁ ସରକାରୀ କ୍ୱାରେଣ୍ଟାଇନ୍‌ର ଅବଧି ୭ରୁ ୧୪ ଦିନକୁ ବୃଦ୍ଧି କରାଯାଇଥିବା ଜିଲ୍ଲାପାଳ ଚିଠିରେ ଦର୍ଶାଇଛନ୍ତି। ସେହିପରି ଘରକୁ ଯିବା ପରେ ମଧ୍ୟ ପ୍ରବାସୀଙ୍କ ସ୍ୱାସ୍ଥ୍ୟ ଉପରେ ୭ ଦିନ ନଜର ରଖିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story