ଆଉ ୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାବେଳେ କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ବୃଦ୍ଧି କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ, ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ଅବଗତ କରାଇଛି। ଏହି ବୀମା ଅବଧି ୨୦୨୨ ଏପ୍ରିଲ ୧୯ରୁ ୧୮୦ ଦିନ ପାଇଁ ବୃଦ୍ଧି ପାଇବ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଡାକ୍ତର […]

Corona

Corona

Ordigital Desk
  • Published: Wednesday, 27 April 2022
  • Updated: 28 April 2022, 12:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାବେଳେ କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ବୃଦ୍ଧି କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ, ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ଅବଗତ କରାଇଛି। ଏହି ବୀମା ଅବଧି ୨୦୨୨ ଏପ୍ରିଲ ୧୯ରୁ ୧୮୦ ଦିନ ପାଇଁ ବୃଦ୍ଧି ପାଇବ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଡାକ୍ତର ଦୀନବନ୍ଧୁ ପଣ୍ଡା ଏନେଇ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ କୋଭିଡ୍ -୧୯ ମୁକାବିଲା କାର୍ଯ୍ୟରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀଙ୍କ ନିମନ୍ତେ ଉଦ୍ଦିଷ୍ଟ ବୀମାର ଅବଧିକୁ ଏପ୍ରିଲ ୧୯ରୁ ଆଉ ୧୮୦ଦିନ ବୃଦ୍ଧି କରାଯାଇଛି । ଏହି ବୀମା ସୁବିଧା ଉଭୟ ସ୍ୱାସ୍ଥ୍ୟ କର୍ମୀ ଓ କରୋନା ଯୋଦ୍ଧାମାନଙ୍କୁ ମିଳିବ ।

ବିଶେଷକରି କରୋନା ମୁକାବିଲାରେ ନିୟୋଜିତ ଘରୋଇ ହସ୍ପିଟାଲର କର୍ମଚାରୀ, ଅବସରପ୍ରାପ୍ତ, ସ୍ୱେଚ୍ଛାସେବୀ, ସ୍ଥାନୀୟ ସହରାଂଚଳ ସ୍ୱାୟତ୍ତ ସଂସ୍ଥା, ଠିକା, ଆଡହକ୍‌, ଆଉଟସୋର୍ସିଂ ଓ ଦୈନିକ ପାରିଶ୍ରମିକ ନେଉଥିବା କର୍ମଚାରୀଙ୍କ ପାଇଁ ଏହି ବୀମା ଉପଲବ୍ଧ ହେବ । ଦେଶର ବିଭିନ୍ନ ଭାଗରେ ଏବେବି କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଉଥିବାରୁ ଏହି ବୀମା ଅବଧି ବୃଦ୍ଧି କରାଯାଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story