ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିବ। ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ଜିଲ୍ଲା ପାଇଁ ମଧ୍ୟ ସମାନ ପରିସ୍ଥିତି ରହିବ। କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, […]

cold

cold

Tapas Behera
  • Published: Sunday, 20 December 2020
  • Updated: 20 December 2020, 03:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଜାରି ରହିବ। ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ଜିଲ୍ଲା ପାଇଁ ମଧ୍ୟ ସମାନ ପରିସ୍ଥିତି ରହିବ। କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରା ରାତିରେ ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story