ଅଦ୍ୟତନ ହୋଇଛି
bus.0
Advertisment
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ ରହିଛି। ରାଜ୍ୟରୁ କୌଣସି ବସ୍ ବାହାରି ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି।
Advertisment
ତେବେ ଆଜି ‘ଜନତା କର୍ଫ୍ୟୁ’ ପାଇଁ ବସ୍, ଟ୍ୟାକ୍ସି, ଅଟୋ, ଘରୋଇ ଯାନ ଗୁଡ଼ିକ ଚଳାଚଳ ବନ୍ଦ ରହିଛି। ଫଳରେ କଟକର ବାଦମବାଡ଼ି ଓ ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡ୍ ଜନଶୂନ୍ୟ ହୋଇ ପଡ଼ିଛି। ଗାଁଠୁ ସହର ସବୁ ସ୍ଥାନରେ ବଜାର ଓ ଗାଡ଼ିମୋଟର ବନ୍ଦ ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/02/bus.0.jpg)