ଭୁବନେଶ୍ୱର/ପୁରୀ(ଓଡ଼ିଶା ରିପୋର୍ଟର) ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭୁବନେଶ୍ୱର ନୟାପଲ୍ଲୀ ଦୁର୍ଗପୂଜା ମଣ୍ଡପ ପରିସରରେ ଏକ ସ୍ୱତନ୍ତ୍ର ଯୋଗ ଶିବିରର ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ପୁରୀ ଗଜପତି ମହାରାଜ ଦିବ୍ୟ ସିଂହ ଦେବ ଯୋଗ ଦେଇଛନ୍ତି। ସକାଳୁ ସକାଳୁ ଶତାଧିକ ଲୋକ ଯୋଗ ଦେଇ ବିଭିନ୍ନ ପ୍ରକାରର ଯୋଗ କରୁଛନ୍ତି।
ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ମାନସ ସାହୁ। ଭାରତୀୟ ସଂସ୍କୃତି, ପରମ୍ପରା କିପରି ଭାବେ ଯୋଗ ସହ ଜଡିତ ଏଭଳି ଏକ ବିଷୟକୁ ନେଇ ବାଲୁକାକଳା ପ୍ରସ୍ତୁତ କରିଛନ୍ତି। ୨୫ ଫୁଟ ଓସାରର ଏହି ବାଲୁକା କଳା ନିର୍ମାଣ କରିବାକୁ ୨୦ଟନ୍ ବାଲି ବ୍ୟବହାର ହୋଇଛି। ବାଲୁକା କଳା ପ୍ରସ୍ତୁତ କରିବାକୁ ଦୀର୍ଘ ୮ ଘଣ୍ଟା ସମୟ ଲାଗିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।