ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ବାଲୁକାକଳା ମାଧ୍ୟମରେ ସଚେତନତା

ଭୁବନେଶ୍ୱର/ପୁରୀ(ଓଡ଼ିଶା ରିପୋର୍ଟର) ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭୁବନେଶ୍ୱର ନୟାପଲ୍ଲୀ ଦୁର୍ଗପୂଜା ମଣ୍ଡପ ପରିସରରେ ଏକ ସ୍ୱତନ୍ତ୍ର ଯୋଗ ଶିବିରର ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ପୁରୀ ଗଜପତି ମହାରାଜ ଦିବ୍ୟ ସିଂହ ଦେବ ଯୋଗ ଦେଇଛନ୍ତି। ସକାଳୁ ସକାଳୁ ଶତାଧିକ ଲୋକ ଯୋଗ ଦେଇ ବିଭିନ୍ନ ପ୍ରକାରର ଯୋଗ କରୁଛନ୍ତି। ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ମାନସ ସାହୁ। ଭାରତୀୟ […]

ty

ty

Rakesh Mallick
  • Published: Thursday, 21 June 2018
  • Updated: 21 June 2018, 07:53 AM IST

Sports

Latest News

ଭୁବନେଶ୍ୱର/ପୁରୀ(ଓଡ଼ିଶା ରିପୋର୍ଟର) ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭୁବନେଶ୍ୱର ନୟାପଲ୍ଲୀ ଦୁର୍ଗପୂଜା ମଣ୍ଡପ ପରିସରରେ ଏକ ସ୍ୱତନ୍ତ୍ର ଯୋଗ ଶିବିରର ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ପୁରୀ ଗଜପତି ମହାରାଜ ଦିବ୍ୟ ସିଂହ ଦେବ ଯୋଗ ଦେଇଛନ୍ତି। ସକାଳୁ ସକାଳୁ ଶତାଧିକ ଲୋକ ଯୋଗ ଦେଇ ବିଭିନ୍ନ ପ୍ରକାରର ଯୋଗ କରୁଛନ୍ତି।

ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ମାନସ ସାହୁ। ଭାରତୀୟ ସଂସ୍କୃତି, ପରମ୍ପରା କିପରି ଭାବେ ଯୋଗ ସହ ଜଡିତ ଏଭଳି ଏକ ବିଷୟକୁ ନେଇ ବାଲୁକାକଳା ପ୍ରସ୍ତୁତ କରିଛନ୍ତି। ୨୫ ଫୁଟ ଓସାରର ଏହି ବାଲୁକା କଳା  ନିର୍ମାଣ କରିବାକୁ ୨୦ଟନ୍‌ ବାଲି ବ୍ୟବହାର ହୋଇଛି। ବାଲୁକା କଳା ପ୍ରସ୍ତୁତ କରିବାକୁ ଦୀର୍ଘ ୮ ଘଣ୍ଟା ସମୟ ଲାଗିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story