ଅରୁଣ ବୋଥ୍ରାଙ୍କୁ ସହରାଞ୍ଚଳ ପରିବହନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ରାଇମବ୍ରାଞ୍ଚ ଆଇଜି ତଥା ଅରୁଣ ବ୍ରୋଥା ଆଇପିଏଏସଙ୍କୁ ନବଗଠିତ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(ସିଆରୟୁଟି)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଉପାଧ୍ୟକ୍ଷ ମଧ୍ୟ ଏହି ସିଆରୟୁଟିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଆଜି ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ips-arun-bothra-gets-additional-charge-as-md-of-crut

Manoranjan Sial
  • Published: Saturday, 06 July 2019
  • Updated: 06 July 2019, 08:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ରାଇମବ୍ରାଞ୍ଚ ଆଇଜି ତଥା ଅରୁଣ ବ୍ରୋଥା ଆଇପିଏଏସଙ୍କୁ ନବଗଠିତ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(ସିଆରୟୁଟି)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଉପାଧ୍ୟକ୍ଷ ମଧ୍ୟ ଏହି ସିଆରୟୁଟିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଆଜି ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos