ଦୀପ୍ତେଶ ପଟ୍ଟନାୟକ OSRTC ସିଏମଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଲ୍ ବିଭାଗ ଆଇଜି ୧୯୯୭ ବ୍ୟାଚ୍ ଆଇପିଏସ୍ ଦୀପ୍ତେଶ ପଟ୍ଟନାୟକଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ସିଏମଡି ଭାବେ ଆଜି ନିଯୁକ୍ତି ମିଳିଛି। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଗତ ୩ଦିନ ତଳେ ଓଏସଆରଟିସି ସିଏମଡି ଅରୁଣ ବୋଥ୍ରାଙ୍କୁ ପରିବହନ କମିଶନର ଭାବେ ବଦଳି କରାଯାଇଥିଲା। ତାଙ୍କ ବଦଳି ପରେ ଏହି ପଦବୀ ଖାଲି ପଡ଼ିଥିଲା। ସୂଚନାଯୋଗ୍ୟ, ଚଳିତମାସ ୧୦ତାରିଖରେ ଅଚାନକ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବାଂଚଳ […]

osrtc

osrtc

Ordigital Desk
  • Published: Monday, 28 June 2021
  • Updated: 28 June 2021, 09:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଲ୍ ବିଭାଗ ଆଇଜି ୧୯୯୭ ବ୍ୟାଚ୍ ଆଇପିଏସ୍ ଦୀପ୍ତେଶ ପଟ୍ଟନାୟକଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ସିଏମଡି ଭାବେ ଆଜି ନିଯୁକ୍ତି ମିଳିଛି। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।

ଗତ ୩ଦିନ ତଳେ ଓଏସଆରଟିସି ସିଏମଡି ଅରୁଣ ବୋଥ୍ରାଙ୍କୁ ପରିବହନ କମିଶନର ଭାବେ ବଦଳି କରାଯାଇଥିଲା। ତାଙ୍କ ବଦଳି ପରେ ଏହି ପଦବୀ ଖାଲି ପଡ଼ିଥିଲା।

ସୂଚନାଯୋଗ୍ୟ, ଚଳିତମାସ ୧୦ତାରିଖରେ ଅଚାନକ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବାଂଚଳ ଆଇଜି ପଦବୀରୁ ହଟାଇ ଜେଲ୍ ବିଭାଗ ଆଇଜି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story