ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜେଲ୍ ବିଭାଗ ଆଇଜି ୧୯୯୭ ବ୍ୟାଚ୍ ଆଇପିଏସ୍ ଦୀପ୍ତେଶ ପଟ୍ଟନାୟକଙ୍କୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ସିଏମଡି ଭାବେ ଆଜି ନିଯୁକ୍ତି ମିଳିଛି। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।
ଗତ ୩ଦିନ ତଳେ ଓଏସଆରଟିସି ସିଏମଡି ଅରୁଣ ବୋଥ୍ରାଙ୍କୁ ପରିବହନ କମିଶନର ଭାବେ ବଦଳି କରାଯାଇଥିଲା। ତାଙ୍କ ବଦଳି ପରେ ଏହି ପଦବୀ ଖାଲି ପଡ଼ିଥିଲା।
ସୂଚନାଯୋଗ୍ୟ, ଚଳିତମାସ ୧୦ତାରିଖରେ ଅଚାନକ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବାଂଚଳ ଆଇଜି ପଦବୀରୁ ହଟାଇ ଜେଲ୍ ବିଭାଗ ଆଇଜି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।
Miscellaneous
ଆମ୍ବଟାକୁଆ ମୃତ୍ୟୁ ଅନାହାରଜନିତ ନୁହେଁ, ଫୁଡ୍ ପଏଜନିଂ ପାଇଁ ହୋଇଛି : ଖାଦ୍ୟଯୋଗାଣ ମନ୍ତ୍ରୀ
ଅନାହାର ଯୋଗୁ ଆମ୍ବଟାକୁଆ ଜାଉ ଖାଇବା ଘଟଣା ସମ୍ପୂର୍ଣ୍ଣ ମିଛ । ବିରୋଧୀ ଦଳ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛି ।
Miscellaneous
ପାଠଶାଳାରେ ନୂଆ ବିଦ୍ୟାର୍ଥୀ: ରାଧିକା ଓ ଜଗୁ
ଗୋଠ ଛଡା ହେଉ ବା ଶିଶୁ ହାତୀକୁ ତାଲିମ ଦେବା ପାଇଁ କୁମାରଖୁଣ୍ଟିରେ ରହିଛି ପାଠଶାଳା। ଆସାମରୁ ଆସିଥିବା ମାହୁନ୍ତ ଓ ବିଶେଷଜ୍ଞମାନେ ହାତୀଙ୍କୁ ପାଠ ପଢ଼ାଉଛନ୍ତି।
Miscellaneous
ଗୁହାଳରେ ପଶି ବାଛୁରୀ ନେଇଗଲା ବାଘ!
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ।