ଆଇପିଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶାରେ ଆଇପିଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଦେବାଶିଷ ପାଣିଗ୍ରାହୀ ହେଲେ ଏଡିଜି ଭିଜିଲାନ୍ସ। ସେହିପରି ସଜୟ ସିଂଙ୍କୁ ଆଇଜି ପର୍ସୋନେଲ ଓ ନରସିଂହ ଭୋଳଙ୍କୁ ଏସ୍‌ଆଇଡବ୍ଲ୍ୟୁ ଡିଆଇଜି ଭାବେ ନିଯୁକ୍ତି ଦିଆଯାଇଛି।