Advertisment

୭ ମାସ ପରେ ଆଇପିଏସ୍ ଲଳିତ ଦାସଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୯୯୨ ବ୍ୟାଚ୍ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ ଦୀର୍ଘ ୭ମାସ ପରେ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ସରକାର ତାଙ୍କୁ ଅଚାନକ ଗୁଇନ୍ଦା ନିର୍ଦ୍ଦେଶକ ପଦରୁ ହଟାଇ ଗୃହ ବିଭାଗର ଓଏସଡି ଭାବେ ବସାଇ ଦେଇଥିଲେ । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୨ ବ୍ୟାଚ୍ ଆଇପିଏସ୍ ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଭାବେ […]

ଅଦ୍ୟତନ ହୋଇଛି
୭ ମାସ ପରେ ଆଇପିଏସ୍ ଲଳିତ ଦାସଙ୍କୁ ମିଳିଲା ଦାୟିତ୍ୱ

Lalit Das

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୯୯୨ ବ୍ୟାଚ୍ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ ଦୀର୍ଘ ୭ମାସ ପରେ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ସରକାର ତାଙ୍କୁ ଅଚାନକ ଗୁଇନ୍ଦା ନିର୍ଦ୍ଦେଶକ ପଦରୁ ହଟାଇ ଗୃହ ବିଭାଗର ଓଏସଡି ଭାବେ ବସାଇ ଦେଇଥିଲେ ।

Advertisment

ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୨ ବ୍ୟାଚ୍ ଆଇପିଏସ୍ ଲଳିତ ଦାସଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଆଇପିଏସ୍ ବିକେ ଶର୍ମା ଗତ ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ଆଜି ଶ୍ରୀ ଦାସଙ୍କୁ ଆଜି ଏହି ନୂଆ ନିଯୁକ୍ତି ମିଳିଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe