ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରକାଶରୁ ଦୁର୍ନୀତି ଅଭିଯୋଗ

କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜ୍ୟରେ ୮.୧୭ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ। ଏଥିଲାଗି ଗତକାଲି ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଛି। ତେବେ ପ୍ରକାଶିତ ତାଲିକାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି।

Debendra Prusty
  • Published: Thursday, 19 January 2023
  • Updated: 19 January 2023, 12:17 PM IST

Sports

Latest News

କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜ୍ୟରେ ୮.୧୭ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ। ଏଥିଲାଗି ଗତକାଲି ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଛି। ତେବେ ପ୍ରକାଶିତ ତାଲିକାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos