Sports

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରକାଶରୁ ଦୁର୍ନୀତି ଅଭିଯୋଗ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏମିତି ତାଲିକା କିଏ କଲା? | Scam In Pradhan Mantri Awas Yojana |Odisha Reporter
  • Odisha
  • Thursday, 19 January 2023

କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜ୍ୟରେ ୮.୧୭ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ। ଏଥିଲାଗି ଗତକାଲି ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଛି। ତେବେ ପ୍ରକାଶିତ ତାଲିକାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି।