Advertisment

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରକାଶରୁ ଦୁର୍ନୀତି ଅଭିଯୋଗ

କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜ୍ୟରେ ୮.୧୭ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ। ଏଥିଲାଗି ଗତକାଲି ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଛି। ତେବେ ପ୍ରକାଶିତ ତାଲିକାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହୋଇଛି।

Awas Scam Pm Awas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe