ଦାଖଲ ହେଲା ନବ ଦାସ ହତ୍ୟାକାଣ୍ଡ ତଦନ୍ତର ଚାର୍ଜସିଟ। ଦୀପାଳି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଉପରେ ତାଙ୍କର ଭରସା ଅଛି। ବାପାଙ୍କ ହତ୍ୟାକାଣ୍ଡକୁ କରାନଯାଉ ପ୍ରସଙ୍ଗ ବୋଲି ଦୀପାଳି କହିଥିଲେ। ତଦନ୍ତ ନେଇ ଦୀପାଳି ଓ ତାଙ୍କ ପରିବାର ପ୍ରଶ୍ନ କରିବେ ନା ଚାପରେ ଚୁପ୍ ରହିବେ? ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି କହି ମୁଣ୍ଡପାତି ସବୁ ସହିଯିବେ କି?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।
Miscellaneous
ଭୁବନେଶ୍ୱର-ଝାରସୁଗୁଡ଼ାରୁ ମିଳିବ ଆଉ ୯ଟି ସହରକୁ ସିଧାସଳଖ ବିମାନସେବା
ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।