ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତାକୁ ନେଇ ପ୍ରଶ୍ନ ଉଠାଇଲେ ପିସିସି ସଭାପତି ଶରତ ପଟ୍ଟନାୟକ। କହିଲେ, 'ଅଡିଓ ବାର୍ତ୍ତାର ସ୍ବର ମୁଖ୍ୟମନ୍ତ୍ରୀଙ୍କର ବୋଲି ପ୍ରମାଣ କ’ଣ, ଅଡିଓ ବାର୍ତ୍ତା ଗ୍ରହଣୀୟ ନୁହେଁ, ଶ୍ବେତପତ୍ର ଦେଖାଅ, ମୁଖ୍ୟମନ୍ତ୍ରୀ 5T ସଚିବଙ୍କୁ ପଠାଉଛନ୍ତି ବୋଲି ଲିଖିତ ଭାବେ ରାଜ୍ୟବାସୀଙ୍କୁ ଜଣାନ୍ତୁ, ଲୋକେ ଭୋଟ ଲୋକପ୍ରତିନିଧିଙ୍କୁ ଦେଇଛନ୍ତି, ସଚିବଙ୍କୁ ନୁହେଁ।'
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ
ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ପୂର୍ବରୁ ୨ ଜଣ ଏତଲାକାରୀ ଏହି ମାମଲାରୁ ଓହରି ଯାଇଥିଲେ।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।