Advertisment

ମନ୍ତ୍ରୀ କହୁଛନ୍ତି ଡାହା ମିଛ!

ବିଧାନସଭାରେ ଉଠିଛି ମାଟ୍ରିକ ଝଡ଼। ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ବିରୋଧୀ କଂଗ୍ରେସ ଏବଂ ବିଜେପି ଅଭିଯୋଗ ଆଣିଛନ୍ତି। ପ୍ରଶ୍ନକାଳରେ ଉଠିଲା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ। ବିଧାନସଭାରେ ଉଠିଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ। ଗୃହ ଆରମ୍ଭରୁ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ। ପିଲାଙ୍କ ଭବିଷ୍ୟତ ସହ କିଏ ଖେଳୁଛି ବୋଲି କହି ନାରାବାଜି କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପିର ସଦସ୍ୟ।

author-image
Debendra Prusty

Odisha Education Mass Education Minister Odisha Assembly Odisha