Advertisment

ଇସ୍କନର ପ୍ରସ୍ତାବିତ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସଙ୍ଗ: ତଦନ୍ତ ଲାଗି କେନ୍ଦ୍ରାଞ୍ଚଳ ଆରଡିସିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ପୁରୀରେ ଇସ୍କନର ପ୍ରସ୍ତାବିତ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସଙ୍ଗ ନେଇ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦ୍ରାଞ୍ଚଳ ଆରଡିସିଙ୍କୁ ମୁଖ୍ୟମନ୍ତ୍ରୀ ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏହାର ତଦନ୍ତ କରି ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ମହାରାଷ୍ଟ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି: ଆଉ ଏକ ଓଡ଼ିଶା ଭବନ ପାଇଁ ଜମି ଦିଅ

cm2

Advertisment

ଭୁବନେଶ୍ୱର: ପୁରୀରେ ଇସ୍କନର ପ୍ରସ୍ତାବିତ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସଙ୍ଗ ନେଇ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେନ୍ଦ୍ରାଞ୍ଚଳ ଆରଡିସିଙ୍କୁ ମୁଖ୍ୟମନ୍ତ୍ରୀ ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏହାର ତଦନ୍ତ କରି ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe