ଚନ୍ଦ୍ରାୟନ-୨ରେ ୯୮% ସଫଳତା ମିଳିଛି: କେ. ଶିବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚନ୍ଦ୍ରାୟନ-୨ରେ ୯୮ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମର କେଉଁଠି ତ୍ରୁଟି ରହିଲା ଅନୁସନ୍ଧାନ ଚାଲିଛି। ବିକ୍ରମ ସଂପର୍କରେ ତଥ୍ୟ ହସ୍ତଗତ ହେବା ପରେ ପରବର୍ତ୍ତୀ ପଦକ୍ଷେପ ନେବୁ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଆଜି ଇସ୍ରୋ ମୁଖ୍ୟ କେ. ଶିବନ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“ ଅର୍ବିଟର ସଂପର୍କରେ ବହୁତ କିଛି ତଥ୍ୟ ମିଳିବ ବୋଲି ଆଶା ରଖିଛୁ। ଆସନ୍ତା ବର୍ଷ ଶେଷ ବେଳକୁ ଗଗନାୟନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଗଗନାୟନର ସଫଳତା […]

k.siban.jpg0

k.siban.jpg0

Tapaswini Nayak
  • Published: Saturday, 21 September 2019
  • Updated: 21 September 2019, 12:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚନ୍ଦ୍ରାୟନ-୨ରେ ୯୮ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମର କେଉଁଠି ତ୍ରୁଟି ରହିଲା ଅନୁସନ୍ଧାନ ଚାଲିଛି। ବିକ୍ରମ ସଂପର୍କରେ ତଥ୍ୟ ହସ୍ତଗତ ହେବା ପରେ ପରବର୍ତ୍ତୀ ପଦକ୍ଷେପ ନେବୁ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଆଜି ଇସ୍ରୋ ମୁଖ୍ୟ କେ. ଶିବନ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଅର୍ବିଟର ସଂପର୍କରେ ବହୁତ କିଛି ତଥ୍ୟ ମିଳିବ ବୋଲି ଆଶା ରଖିଛୁ। ଆସନ୍ତା ବର୍ଷ ଶେଷ ବେଳକୁ ଗଗନାୟନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଗଗନାୟନର ସଫଳତା ନେଇ ଆମେ ଏବେଠୁ ଗୁରୁତ୍ୱ ଦେଉଛୁ।”

ଏହା ସହ ସେ ଇସ୍ରୋ ବୈଜ୍ଞାନିକଙ୍କ କାର୍ଯ୍ୟଧାରାକୁ ଭୂୟସୀ ପ୍ରଶଂସା କରିଛନ୍ତି।

ସୂଚନାଯୋଗ୍ୟ, ଇସ୍ରୋ ମୁଖ୍ୟ କେ. ଶିବନ ଆଜି ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର IITର ୮ମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ଏନେଇ ଖୋର୍ଦ୍ଧା ଅରୁଗୁଳସ୍ଥିତ ଆଇଆଇଟି ପରିସରରେ ସମସ୍ତ ପ୍ରସ୍ତୁତି ସରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story