ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭୁବନେଶ୍ୱର ମାଟରନିଟି କେୟାର ହସ୍ପିଟାଲ୍ ପକ୍ଷରୁ ମିନି ମାରାଥନ୍

ଭୁବନେଶ୍ୱର: ଆଜି ସାରା ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଅଧିକାର ଏବଂ ସେମାନଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଭୁବନେଶ୍ୱରରେ ମାଟରନିଟି କେୟାର ହସ୍ପିଟାଲ୍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି। ଏହି ଅବସରରେ ଏକ ମିନି ମାରାଥନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମିନି ମାରଥନ୍ ବାଣୀବିହାର ଛକରୁ ଆରମ୍ଭ ହୋଇ ମାଷ୍ଟରକ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ ପ୍ରାୟ ୪୦ ଜଣ ପ୍ରତିଯୋଗୀ ସାମିଲ ହୋଇଥିଲେ। ଅନ୍ତର୍ଜାତୀୟ […]

m

m

Rakesh Mallick
  • Published: Tuesday, 08 March 2016
  • Updated: 08 March 2016, 09:09 AM IST

ଭୁବନେଶ୍ୱର: ଆଜି ସାରା ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଅଧିକାର ଏବଂ ସେମାନଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଭୁବନେଶ୍ୱରରେ ମାଟରନିଟି କେୟାର ହସ୍ପିଟାଲ୍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି। ଏହି ଅବସରରେ ଏକ ମିନି ମାରାଥନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ମିନି ମାରଥନ୍ ବାଣୀବିହାର ଛକରୁ ଆରମ୍ଭ ହୋଇ ମାଷ୍ଟରକ୍ୟାଣ୍ଟିନ ଛକ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ ପ୍ରାୟ ୪୦ ଜଣ ପ୍ରତିଯୋଗୀ ସାମିଲ ହୋଇଥିଲେ। ଅନ୍ତର୍ଜାତୀୟ ମହିଳା ଦିବସ ଏବଂ ଝିଅଙ୍କ ସୁରକ୍ଷା ପାଇଁ ସଚେତନ କରିବା ଉଦ୍ଦେଶ୍ୟରେ ଏହି ମାରାଥନ୍ ଆୟୋଜନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story