ଛେଳି ଚରାଉ ଥିବା ବେଳେ ଛାତ୍ରଙ୍କୁ ମାରିଦେଲେ

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ସଂଘବଦ୍ଧ ଆକ୍ରମଣରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସର୍ଦ୍ଧାପୁର ଗାଁର ଆଇଟିଆଇ ଛାତ୍ର ଚିଲି ଗୌଡ଼। ଚିଲି ଛେଳି ଚରାଇବାକୁ ଯାଇଥିବା ବେଳେ କିଛି ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିଲିଙ୍କୁ ଉଦ୍ଧାର କରି ଆସିକା ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ର […]

murd..

murd..

Tapaswini Nayak
  • Published: Tuesday, 09 October 2018
  • Updated: 09 October 2018, 10:06 AM IST

Sports

Latest News

ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ସଂଘବଦ୍ଧ ଆକ୍ରମଣରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସର୍ଦ୍ଧାପୁର ଗାଁର ଆଇଟିଆଇ ଛାତ୍ର ଚିଲି ଗୌଡ଼।

ଚିଲି ଛେଳି ଚରାଇବାକୁ ଯାଇଥିବା ବେଳେ କିଛି ଯୁବକ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିଲିଙ୍କୁ ଉଦ୍ଧାର କରି ଆସିକା ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story