କଟକ(ଓଡ଼ିଶା ରିପୋର୍ଟର):ସମୟ ବଦଳିବା ସହିତ ବଦଳିଛି କମେଡି ଟ୍ରେଣ୍ଡ। ବଡ଼ ପରଦା ହେଉ କି ଛୋଟ ପରଦା ଅଥବା ସୋଶାୟଲ ମିଡ଼ିଆ । ସବୁଠି ପ୍ରତିଭା ମାନେ ନିଜ କମେଡି ମାଧ୍ୟମରେ ଦର୍ଶକଙ୍କୁ ହସେଇ ହସେଇ ବେଦମ୍ କରିବା ପାଇଁ କରୁଛନ୍ତି ଉଦ୍ୟମ। ତେବେ ସେମାନଙ୍କ ମଧ୍ୟରୁ ଏକ ଭିନ୍ନ ପ୍ରତିଭା ହେଉଛନ୍ତି କଟକ ଚହଟା ଅଞ୍ଚଳର ଇତିକା ପ୍ରିୟଦର୍ଶିନୀ ପତି। ଇତିକା ଭିନ୍ନ ଧରଣର କମେଡି କରିବା ପାଇଁ କରିଛନ୍ତି ଏକ୍ସପେରିମେଣ୍ଟ୍।
ସେ ମୋବାଇଲ ଫୋନକୁ ବ୍ୟବହାର କରି ସୁନ୍ଦର୍ ସୁନ୍ଦର୍ ଭିଡିଓ ମାଧ୍ୟମରେ ପିଲାଙ୍କ ଠାରୁ ବୟସ୍କ ସମସ୍ତଙ୍କୁ ଢେର୍ ହସେଇବାରେ ସଫଳ ହୋଇପାରିଛନ୍ତି। ତେବେ ତାଙ୍କ କମେଡି ଗୁଡ଼ିକ ସୋଶାଲ ମିଡ଼ିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଏହା ତାଙ୍କୁ ଆଣିଦେଇଛି ଏକ ନୂଆ ପରିଚୟ ‘ମି ପୁଚ ପୁଚ୍’ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।