ରାୟଗଡା: ବହୁଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାର ତଦନ୍ତ ପାଇଁ ବୁଧବାର ରାୟଗଡ଼ାରେ ପହଞ୍ଚିଛି ୨ଜଣିଆ ସିବିଆଇ ଟିମ। ପୂର୍ବରୁ ୬ଟି ପର୍ଯ୍ୟାୟରେ ସିବିଆଇ ଏହି ମାମଲାରେ ଏ ଯାଏଁ ୧୨ ଜଣଙ୍କୁ ଜେରା କରି ସାରିଛି। ଆଗାମୀ ଦିନରେ ଆହୁରି ଅଧିକ ଲୋକଙ୍କୁ ଜେରା କରିବା ସମ୍ଭାବନା ରହିଛି।
ବର୍ତ୍ତମାନ ସୁଦ୍ଧା ସିବିଆଇ ଇତିଶ୍ରୀ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଧରି ପାରିନଥିବା ବେଳେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିଦ୍ଦେର୍ଶରେ ଅଗଷ୍ଟ ୪ତାରିଖ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାପାଇଁ ନିର୍ଦ୍ଦେଶ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।