ଏସ୍‌ସିବି ନ୍ୟୁରୋ ସର୍ଜରୀ ବିଭାଗ କ୍ୟାବିନ୍‌ରେ ରହିବେ ଜଗା ଓ କାଳିଆ

କଟକ(ଓଡ଼ିଶା ରିପୋର୍ଟର): କଟକ ଏସ୍‌ସିବିରେ ଜଗା ଓ କାଳିଆଙ୍କ ଚିକିତ୍ସା ପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟିମ୍‌ରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଜେ.ଏନ. ବେହେରା, ନ୍ୟୁରୋଲୋଜି ବିଭାଗ, ସର୍ଜରୀ ବିଭାଗ ଭଳି ଅନ୍ୟ ବିଭାଗର ମଧ୍ୟ ବରିଷ୍ଠ ଡାକ୍ତର ଏଥିରେ ସାମିଲ ଅଛନ୍ତି। ଜଗା ଓ କାଳିଆ ଓଡ଼ିଶା ଆସିବା ପରେ ସେମାନଙ୍କୁ ଏସ୍‌ସିବି ଅଣାଯିବ। ଏଠି ସର୍ଜରୀ ବିଭାଗର […]

jaga-and-kalia

jaga-and-kalia

Manoranjan Sial
  • Published: Monday, 19 August 2019
  • Updated: 19 August 2019, 05:39 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ଏସ୍‌ସିବିରେ ଜଗା ଓ କାଳିଆଙ୍କ ଚିକିତ୍ସା ପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟିମ୍‌ରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଜେ.ଏନ. ବେହେରା, ନ୍ୟୁରୋଲୋଜି ବିଭାଗ, ସର୍ଜରୀ ବିଭାଗ ଭଳି ଅନ୍ୟ ବିଭାଗର ମଧ୍ୟ ବରିଷ୍ଠ ଡାକ୍ତର ଏଥିରେ ସାମିଲ ଅଛନ୍ତି। ଜଗା ଓ କାଳିଆ ଓଡ଼ିଶା ଆସିବା ପରେ ସେମାନଙ୍କୁ ଏସ୍‌ସିବି ଅଣାଯିବ। ଏଠି ସର୍ଜରୀ ବିଭାଗର ଏକ ନମ୍ବର କ୍ୟାବିନ୍‌ରେ ରଖାଯିବା ନେଇ ବ୍ୟବସ୍ଥା କରାଯାଇଛି। ଜଗା ଓ କାଳିଆଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ ସହ ସମସ୍ତ ପ୍ରକାର ସମସ୍ୟା ଉପରେ ଡାକ୍ତରୀ ଟିମ୍ ନଜର ରଖିବ ବୋଲି ସୂଚନା ଦେଇଛନ୍ତି ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା। ଯଦି ଆବଶ୍ୟକ ପଡ଼େ, ଜଣେ ଡାଏଟିସିଆନ୍‌ ଓ ଗ୍ୟାଷ୍ଟ୍ରେଏଣ୍ଟ୍ରୋଲୋଜି ବିଶେଷଜ୍ଞଙ୍କୁ ମଧ୍ୟ ଏହି ଟିମ୍‌ରେ ରଖାଯିବ ବୋଲି ସେ କହିଛନ୍ତି।

୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଛନ୍ତି। ୨୦୧୭ରେ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବାବେଳେ କନ୍ଧମାଳର ଏହି ଦୁଇଶିଶୁ ଜଗାକାଳିଆଙ୍କ ସମ୍ପର୍କରେ ପ୍ରଥମେ ଖବର ପ୍ରସାରଣ କରିଥିଲା ଓଟିଭି। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଉଭୟ ଶିଶୁଙ୍କୁ ଦିଲ୍ଲୀ ଏମ୍‌ସକୁ ପଠାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story