ଓଡ଼ିଶାରେ ପହଞ୍ଚିଲେ ଜଗା-କାଳିଆ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଲେ ଜଗା-କାଳିଆ। ସେମାନେ ଆସୁଥିବା ରାଜଧାନୀ ଏକ୍ସପ୍ରେସ ବାଲେଶ୍ୱର ଷ୍ଟେସନରେ ପହଞ୍ଚିଛି। ଆଉ କିଛି ସମୟ ପରେ ଜଗା କାଳିଆ କଟକରେ ଆସି ପହଞ୍ଚିବେ। ଜଗା-କାଳିଆଙ୍କ ରହିବା ପାଇଁ କଟକ ବଡ଼ଡାକ୍ତରଖାନାରେ ବିଶେଷ ବ୍ୟବସ୍ଥା ହୋଇଛି। ପ୍ରାୟ ଦୁଇ ବର୍ଷ ପରେ ଦିଲ୍ଲୀରୁ ଓଡ଼ିଶା ଫେରୁଥିବାରୁ ସାଧାରଣରେ ଉତ୍ସାହ ଦେଖିବାକୁ ମିଳିଛି। ଗତକାଲି ସନ୍ଧ୍ୟାରେ ଦିଲ୍ଲୀରୁ ରାଜଧାନୀ ଏକ୍ସପ୍ରେସରେ କଟକ ଅଭିମୁଖେ ଜଗା-କାଳିଆ ବାହାରିଥିଲେ। ଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ […]

jaga-and-kalia

jaga-and-kalia

Jyoshna Pradhan
  • Published: Saturday, 07 September 2019
  • Updated: 07 September 2019, 01:04 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଲେ ଜଗା-କାଳିଆ। ସେମାନେ ଆସୁଥିବା ରାଜଧାନୀ ଏକ୍ସପ୍ରେସ ବାଲେଶ୍ୱର ଷ୍ଟେସନରେ ପହଞ୍ଚିଛି। ଆଉ କିଛି ସମୟ ପରେ ଜଗା କାଳିଆ କଟକରେ ଆସି ପହଞ୍ଚିବେ। ଜଗା-କାଳିଆଙ୍କ ରହିବା ପାଇଁ କଟକ ବଡ଼ଡାକ୍ତରଖାନାରେ ବିଶେଷ ବ୍ୟବସ୍ଥା ହୋଇଛି।

ପ୍ରାୟ ଦୁଇ ବର୍ଷ ପରେ ଦିଲ୍ଲୀରୁ ଓଡ଼ିଶା ଫେରୁଥିବାରୁ ସାଧାରଣରେ ଉତ୍ସାହ ଦେଖିବାକୁ ମିଳିଛି। ଗତକାଲି ସନ୍ଧ୍ୟାରେ ଦିଲ୍ଲୀରୁ ରାଜଧାନୀ ଏକ୍ସପ୍ରେସରେ କଟକ ଅଭିମୁଖେ ଜଗା-କାଳିଆ ବାହାରିଥିଲେ। ଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ ବିଭାଗ ମୁଖ୍ୟ ଡାକ୍ତର ଦୀପକ ଗୁପ୍ତା ଓ ନ୍ୟୁରୋ ଆନାସ୍ଥେସିଆ ବିଭାଗ ଡାକ୍ତର ଗିରିଜା ରଥଙ୍କ ସହ ଓଡ଼ିଶା ନିବାସ କର୍ମଚାରୀଙ୍କୁ ମିଶାଇ ମୋଟ ୧୧ ଜଣ ଜଗା-କାଳିଆଙ୍କ ସହ ଆସୁଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ କରୁଛନ୍ତି। ୨୦୧୭ରେ ଏ ଦୁଇ ଭାଇ ଯୋଡ଼ାମୁଣ୍ଡ ଅବସ୍ଥାରେ ଥିବା ଖବର ପ୍ରଥମେ ଓଟିଭିରେ ଖବର ପ୍ରସାରିତ ହୋଇଥିଲା। ଏହାପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଶିଶୁ ଦ୍ୱୟଙ୍କୁ ଦିଲ୍ଲୀ ଏମ୍ସକୁ ପଠାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story