ଜଗମୋହନ ମରାମତି ପ୍ରସଙ୍ଗରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି କାର୍ଯ୍ୟ କେତେ ଦୂର ଆଗେଇଛି ସେ ନେଇ ସତ୍ୟପାଠ ଦାଖଲ କରିବାକୁ ଏଏସଆଇ, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳଙ୍କୁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଗମୋହନ ମରାମତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଜି ଶୁଣାଣି ବେଳେ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ଏଏସଆଇ ପକ୍ଷରୁ ଜଗମୋହନ ମରାମତି କାମର ଅଗ୍ରଗତି ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଥିଲା। ମରାମତି କାର୍ଯ୍ୟ […]

Sri-Puri-Jagannath-Temple3

Sri-Puri-Jagannath-Temple3

Rakesh Mallick
  • Published: Thursday, 21 July 2016
  • Updated: 21 July 2016, 04:24 PM IST

Sports

Latest News

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି କାର୍ଯ୍ୟ କେତେ ଦୂର ଆଗେଇଛି ସେ ନେଇ ସତ୍ୟପାଠ ଦାଖଲ କରିବାକୁ ଏଏସଆଇ, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳଙ୍କୁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଗମୋହନ ମରାମତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଜି ଶୁଣାଣି ବେଳେ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ଏଏସଆଇ ପକ୍ଷରୁ ଜଗମୋହନ ମରାମତି କାମର ଅଗ୍ରଗତି ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଥିଲା। ମରାମତି କାର୍ଯ୍ୟ ୮୦ ପ୍ରତିଶତ ଶେଷ ହୋଇଛି ଏବଂ ଏହାର ତଦରଖ ପାଇଁ ଏକ ୫ ଜଣିଆ ବିଶେଷଜ୍ଞ କମିଟି ଗଠନ କରାଯାଇଥିବା ଷ୍ଟାଟସ୍ ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ଏସବୁ ତଥ୍ୟ ସତ୍ୟପାଠ ଆଧାରରେ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଷ୍ଟାଟସ୍ ରିପୋର୍ଟ ଆଧାରରେ ମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳ ସତ୍ୟପାଠ ଜରିଆରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି। ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story