ଜଗତସିଂହପୁର: ରଘୁନାଥପୁର ଖରିପଡ଼ିଆ ଠାରେ ଜଗନ୍ନାଥଙ୍କ ଦାରୁ ଭୂପତିତ ହେବା ପରେ ସ୍ୱତନ୍ତ୍ର ରୀତିନୀତି ଓ ବେଦଜ୍ଞ ମାନଙ୍କର ପୂଜାର୍ଚ୍ଚନା କରାଯାଇ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ବିଭିନ୍ନ ରୀତିନୀତି ଶେଷ ହେବାପରେ ଶ୍ରୀଜଗନ୍ନାଥ ଦାରୁକୁ ସ୍ୱତନ୍ତ୍ର ଲୁଗାରେ ବେଢ଼ା ଯିବ। ଏହାସହ ଅନାବଶ୍ୟକ ଅଂଶକୁ ପାତାଳି କରାଯିବ।
ଅନ୍ୟପଟରେ ଶ୍ରୀକ୍ଷତ୍ର ଅଭିମୁଖେ ଶ୍ରୀ ଜଗନ୍ନାଥଙ୍କ ଦାରୁ ନିଆଯିବା ପାଇଁ ଶଗଡି ତିଆରି କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରାଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ଅପରାହ୍ନ ପ୍ରାୟ ୩ଟା ବେଳେ ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ହୋଇଥିଲା। ତା’ପରେ ପ୍ରାୟ ସାଢେ ତିନିଟାରେ ଦାରୁଙ୍କ ନିକଟରେ କରାଯାଇଥିଲା ଗୁପ୍ତପୂଜା। ଗୁପ୍ତପୂଜା ପରେ ପ୍ରଥମେ ବିଦ୍ୟାପତିଙ୍କ ସୁନା କୁରାଢ଼ି ଓ ପରେ ବିଶ୍ୱାବସୁ ରୁପା କୁରାଢ଼ିରେ ଦାରୁକୁ ସ୍ପର୍ଶ କରିଥିଲେ। ଏହା ପରେ ମହାରଣା ସେବାୟତମାନେ ଲୁହା କୁରାଢ଼ିରେ ଦିବ୍ୟଦାରୁଙ୍କ ବୃକ୍ଷ ଛେଦନ କାର୍ଯ୍ୟ ଆରମ୍ଭ କରିଥିଲେ। ଜଗନ୍ନାଥଙ୍କ ଦାରୁଙ୍କ ଦର୍ଶନ ପାଇଁ ଖରିପଡ଼ିଆ ଲୋକାରଣ୍ୟ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’