ଜଗତସିଂହପୁର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦାରୁ ଚିହ୍ନଟ ହେବାପରେ ଜଗନ୍ନାଥମୟ ହୋଇପଡିଛି ଜଗତସିଂହପୁର ଜିଲ୍ଲା। ଦାରୁ ଥିବା ରଘୁନାଥପୁରର ଖରିପଡିଆରେ ଖେଳିଯାଇଛି ଆଧ୍ୟାତ୍ମିକ ପରିବେଶ। ଶଙ୍ଖ, ଚକ୍ର ,ଗଦା, ପଦ୍ମ-ସର୍ବ ଦିବ୍ୟ ଲକ୍ଷଣ ସମ୍ପଣ୍ଣ ମହାଦାରୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି। ଭିତ୍ତିଭୂମି ପ୍ରସ୍ତୁତିକୁ ନେଇ ଗତକାଲି ଦିନକ ଲାଗି ଦାରୁସ୍ଥଳୀକୁ ଯିବା ପାଇଁ ପ୍ରଶାସନ ଶ୍ରଦ୍ଧାଳୁଙ୍କୁ ବାରଣ କରିଥିଲା। ତେଣୁ ଆଜି ଏଠାରେ ପ୍ରବଳ ଭିଡ ଜମିବାରେ ସମ୍ଭବନା ରହିଛି। ସେପଟେ ଦାରୁର ସୁରକ୍ଷା ଓ ଶାନ୍ତି ଶୃଙ୍ଗଳାର ସହ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବାରିକେଡ ନିର୍ମାଣ କରାଯିବା ସହ ପୋଲିସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।