ପୁଣି ରବିବାର ବନ୍ଦ, ଅନ୍ୟ ଦିନରେ ସକାଳ ୬ରୁ ଜଗା ଦର୍ଶନ

ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। କୌଣସି ଭକ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବେ ନାହିଁ। ସାନିଟାଇଜ୍‌ ପାଇଁ ଶ୍ରୀମନ୍ଦିରକୁ ଏହି ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ସାନିଟାଇଜ କରାଯିବ। ରବିବାର ବ୍ୟତୀତ ଅନ୍ୟଦିନ ସକାଳ ୬ଟାରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ। ଶ୍ରୀମନ୍ଦିରରେ ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ। ରାଜ୍ୟରେ ବଢ଼ୁଥିବା […]

Puri JagannathTemple

Puri JagannathTemple

Manoranjan Sial
  • Published: Saturday, 03 April 2021
  • Updated: 03 April 2021, 09:52 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। କୌଣସି ଭକ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବେ ନାହିଁ। ସାନିଟାଇଜ୍‌ ପାଇଁ ଶ୍ରୀମନ୍ଦିରକୁ ଏହି ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସପ୍ତାହରେ ୨ ଥର ରାତିରେ ମନ୍ଦିର ବନ୍ଦ ପରେ ସାନିଟାଇଜ କରାଯିବ। ରବିବାର ବ୍ୟତୀତ ଅନ୍ୟଦିନ ସକାଳ ୬ଟାରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ। ଶ୍ରୀମନ୍ଦିରରେ ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ। ରାଜ୍ୟରେ ବଢ଼ୁଥିବା କରୋନା ଗ୍ରାଫ୍‌କୁ ଦେଖି ଶ୍ରୀମନ୍ଦିର ପ୍ରଶାସନ ଏପରି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଗତ ୨୩ ତାରିଖରେ ବସିଥିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଏଥିରେ ଶ୍ରୀମନ୍ଦିର ସାନିଟାଇଜ୍‌ ପାଇଁ ରବିବାର ବନ୍ଦ ରଖିବାକୁ ପ୍ରସ୍ତାବ ଦିଆଯାଇଥିଲା। ସେହିପରି କୋଭିଡ୍‌ ସଂକ୍ରମଣ ବଢିବାରେ ଲାଗିଥିବାରୁ ମାସ୍କ ଓ ସାନିଟାଇଜ୍‌ ବାଧ୍ୟତାମୂଳକ କରାଯାଇଥିଲା।

ସୂଚନାଯୋଗ୍ୟ, ମହାମାରୀ କରୋନା ପାଇଁ ଥରହର ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର। ଭକ୍ତଙ୍କ ପାଇଁ ବନ୍ଦ ହୋଇଯାଇଥିଲା ଶ୍ରୀମନ୍ଦିର। ପ୍ରାୟ ୯ମାସ ପରେ ଡିସେମ୍ବର ମାସରେ ଖୋଲିଥିଲା ଶ୍ରୀମନ୍ଦିର। ତା’ପରଠୁ ହଜାର ହଜାର ସଂଖ୍ୟାରେ ଭକ୍ତ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଏବେ ପୁନର୍ବାର କୋଭିଡ୍‌ ସଂକ୍ରମଣ ବ୍ୟାପିବା ଆଶଙ୍କାରେ ପରେ ପୁଣି ଆରମ୍ଭ ହୋଇଛି କଟକଣା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story