ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଖରିପଡ଼ିଆ ଠାରେ ଆରମ୍ଭ ହୋଇଯାଇଛି ଜଗନ୍ନାଥଙ୍କ ଦାରୁ ଛେଦନ। ଅପରାହ୍ନ ପ୍ରାୟ ୩ଟା ବେଳେ ଗତକାଲିଠାରୁ ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ପଡ଼ିଥିଲା। ତା’ପରେ ପ୍ରାୟ ସାଢେ ତିନିଟାରେ ଦାରୁଙ୍କ ନିକଟରେ କରାଯାଇଥିଲା ଗୁପ୍ତପୂଜା। ଗୁପ୍ତପୂଜା ପରେ ପ୍ରଥେମ
ବିଦ୍ୟାପତି ସୁନା କୁରାଢ଼ି ଓ ପରେ ବିଶ୍ୱାବସୁ ରୁପା କୁରାଢ଼ିରେ ଦାରୁକୁ ସ୍ପର୍ଶ କରିଥିଲେ। ଏହା ପରେ ମହାରଣା ସେବାୟତମାନେ ଲୁହା କୁରାଢ଼ିରେ ଦିବ୍ୟଦାରୁଙ୍କ ବୃକ୍ଷ ଛେଦନ କାର୍ଯ୍ୟ ଆରମ୍ଭ କରିଥିଲେ।
ଜଗନ୍ନାଥଙ୍କ ଦାରୁଙ୍କ ଦର୍ଶନ ପାଇଁ ଖରିପଡ଼ିଆ ଲୋକାରଣ୍ୟ ହୋଇଛି। ଦାରୁ ଭୂପତିତ ହେଲା ପରେ ଆସନ୍ତାକାଲି ଠାରୁ ଚଉପଟ କାର୍ଯ୍ୟ ଆରମ୍ଭ ହେବ। ଅନାବଶ୍ୟକ ଅଂଶଗୁ ପାତାଳି କରାଯିବ। ଦାରୁ ଶଗଡ଼ି ନିର୍ମାଣ କାର୍ଯ୍ୟ କରାଯିବ। ଏ ସବୁ କାମ ଶେଷ ହେବା ପରେ ଦାରୁ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।