ବଦଳିଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଜିଲ୍ଲାପାଳସ୍ତରରେ ଅଦଳବଦଳ କରିଛନ୍ତି । ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳି ସମେତ ମୋଟ ଚାରି ଜଣ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପୂର୍ତ୍ତ ବିଭାଗର ଉପସଚିବ ୨୦୧୫ ବ୍ୟାଚ୍ ଆଇଏଏସ୍ ପାରୁଲ ପଟୱାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ସେଠାରେ ଥିବା ବରିଷ୍ଠ ଓଏଏସ୍ ସଂଗ୍ରାମ କୁମାର ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି ହୋଇଛନ୍ତି। ସେହିପରି […]

sangram-maoahpatra

sangram-maoahpatra

Ordigital Desk
  • Published: Monday, 18 October 2021
  • Updated: 18 October 2021, 08:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଜିଲ୍ଲାପାଳସ୍ତରରେ ଅଦଳବଦଳ କରିଛନ୍ତି । ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳି ସମେତ ମୋଟ ଚାରି ଜଣ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପୂର୍ତ୍ତ ବିଭାଗର ଉପସଚିବ ୨୦୧୫ ବ୍ୟାଚ୍ ଆଇଏଏସ୍ ପାରୁଲ ପଟୱାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ସେଠାରେ ଥିବା ବରିଷ୍ଠ ଓଏଏସ୍ ସଂଗ୍ରାମ କୁମାର ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି ହୋଇଛନ୍ତି।

ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ତଥା ବରିଷ୍ଠ ଓଏଏସ୍ ସନତ କୁମାର ମହାନ୍ତିଙ୍କୁ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ଆଉ ଏସସିଇଆରଟି ନିର୍ଦ୍ଦେଶକ ତଥା ଆଇଏଏସ୍ ଗଙ୍ଗାଧର ସାହୁଙ୍କୁ ସାଧାରଣ ଅଭିଯୋଗ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story