ଜଗତସିଂହପୁର: ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନହରଣା ଗୋପବନ୍ଧୁ ହାଇସ୍କୁଲ୍ ପରିସରରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ଗତକାଲି ରାତିରେ କେହି ଭାଙ୍ଗି ଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଦୁର୍ବୃତ୍ତମାନେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ମୁଣ୍ଡଟିକୁ ନେଇ ଯାଇଛନ୍ତି। ଏନେଇ ସ୍କୁଲ୍ କର୍ତ୍ତୃପକ୍ଷ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

gopabandhu

Rakesh Mallick
  • Published: Sunday, 21 August 2016
  • , Updated: 21 August 2016, 11:51 AM IST

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନହରଣା ଗୋପବନ୍ଧୁ ହାଇସ୍କୁଲ୍ ପରିସରରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ଗତକାଲି ରାତିରେ କେହି ଭାଙ୍ଗି ଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି।

ଦୁର୍ବୃତ୍ତମାନେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ମୁଣ୍ଡଟିକୁ ନେଇ ଯାଇଛନ୍ତି। ଏନେଇ ସ୍କୁଲ୍ କର୍ତ୍ତୃପକ୍ଷ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story