ଚିଙ୍ଗୁଡି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌

ପାରାଦୀପ: (ଓଡ଼ିଶା ରିପୋର୍ଟର) ପାରାଦୀପ ଗଡ଼ରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟ ଓ ବରଫ କଳରୁ ଲିକ୍ ହୋଇଥିବା ନେଇ ସୂଚନା ମିଳିଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ SCB ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୮ ବର୍ଷର ଶିଶୁ ରହିଛି। ଆମୋନିଆ ଗ୍ୟାସ୍ ଲିକ୍‌ର କାରଣ ଜଣାପଡ଼ିନାହିଁ। ଗ୍ୟାସ୍ ନିୟନ୍ତ୍ରଣ କରିବାକୁ ପାଖ ଶିଳ୍ପାଞ୍ଚଳର ଟେକ୍ନିସିଆନକୁ ଡକାଯାଇଛି। ଗ୍ୟାସ ଲିକ ନେଇ ଫ୍ୟାୟାର […]

6nm

6nm

Tapas Behera
  • Published: Sunday, 23 May 2021
  • Updated: 23 May 2021, 04:41 PM IST

Sports

Latest News

ପାରାଦୀପ: (ଓଡ଼ିଶା ରିପୋର୍ଟର) ପାରାଦୀପ ଗଡ଼ରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟ ଓ ବରଫ କଳରୁ ଲିକ୍ ହୋଇଥିବା ନେଇ ସୂଚନା ମିଳିଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ SCB ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୮ ବର୍ଷର ଶିଶୁ ରହିଛି। ଆମୋନିଆ ଗ୍ୟାସ୍ ଲିକ୍‌ର କାରଣ ଜଣାପଡ଼ିନାହିଁ। ଗ୍ୟାସ୍ ନିୟନ୍ତ୍ରଣ କରିବାକୁ ପାଖ ଶିଳ୍ପାଞ୍ଚଳର ଟେକ୍ନିସିଆନକୁ ଡକାଯାଇଛି। ଗ୍ୟାସ ଲିକ ନେଇ ଫ୍ୟାୟାର ଆଣ୍ଡ ବଏଲର୍ ଉପନିର୍ଦ୍ଦେଶକ ଚନ୍ଦ୍ରକାନ୍ତ ଦଳାଇ ସ୍ପଷ୍ଟ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story