କାରାଗାରରେ କଏଦୀ ଆତ୍ମହତ୍ୟା ଘଟଣା; ଜେଲ୍‌ ୱାର୍ଡର ନିଲମ୍ୱିତ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା କାରାଗାରରେ ଗତ ୧୮ ତାରିଖରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଥିବା ଜେଲ୍‌ ଓ୍ୱାର୍ଡର ରମେଶ କବିଙ୍କୁ ଚାକିରିରୁ ନିଲମ୍ୱିତ କରାଯାଇଛି। ଏଥିସହ ଦୁଇ ଜଣ ମୁଖ୍ୟ ୱାର୍ଡର ଉପେନ୍ଦ୍ର ମହାନ୍ତଙ୍କୁ ବଡ଼ବିଲ୍‌ ଓ ଗୁମାନ ଜାମୁଡାଙ୍କୁ କରଞ୍ଜିଆ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ସମ୍ୱଲପୁର ରେଞ୍ଜ ଡିଆଇଜି ଅମୀୟ ପଟ୍ଟନାୟକ ତଦନ୍ତ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, […]

keonjhar

keonjhar

Jyoshna Pradhan
  • Published: Thursday, 21 November 2019
  • Updated: 21 November 2019, 10:13 AM IST

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା କାରାଗାରରେ ଗତ ୧୮ ତାରିଖରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଥିବା ଜେଲ୍‌ ଓ୍ୱାର୍ଡର ରମେଶ କବିଙ୍କୁ ଚାକିରିରୁ ନିଲମ୍ୱିତ କରାଯାଇଛି। ଏଥିସହ ଦୁଇ ଜଣ ମୁଖ୍ୟ ୱାର୍ଡର ଉପେନ୍ଦ୍ର ମହାନ୍ତଙ୍କୁ ବଡ଼ବିଲ୍‌ ଓ ଗୁମାନ ଜାମୁଡାଙ୍କୁ କରଞ୍ଜିଆ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ସମ୍ୱଲପୁର ରେଞ୍ଜ ଡିଆଇଜି ଅମୀୟ ପଟ୍ଟନାୟକ ତଦନ୍ତ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାରେ ପ୍ରଦୀପ ଗତ ଜୁଲାଇ ୨୮ରେ ଗିରଫ ହୋଇଥିଲେ। ଏହାପରେ ତାଙ୍କୁ କେନ୍ଦୁଝର ଜିଲ୍ଲା କାରାଗାରରେ ବିଚାରଧୀନ କଏଦୀ ଭାବେ ଥିଲେ। ତାଙ୍କ ଘର ତେଲକୋଇ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ। କୌଣସି କାରଣରୁ ସେ ବେକରେ ଗାମୁଛା ଲଗାଇ ରୁମ୍‌ରେ ଥିବା ପଙ୍ଖାରେ ଝୁଲି ଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story