ଯାଜପୁର:୬ ଡକାୟତ ଗିରଫ, ମାରଣାସ୍ତ୍ର ଜବତ

ଯାଜପୁର:  ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ପୋଲିସ ୬ ଜଣ ଡକାୟତଙ୍କୁ ଗିରଫ କରିବା ସହିତ ସେମାଙ୍କ ନିକଟରୁ ମାରଣାସ୍ତ୍ର ଜବତ କରିଛି। ଏହି ଥାନା ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପରେ ଡକାୟତ କରିବା ଉଦ୍ଦେଶ୍ୟରେ ଏମାନେ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ଖବର ପାଇ ଏମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ଏମାନଙ୍କ ନାମରେ ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଥାନାରେ ଏକାଧିକ ଡକାୟତି, ଚୋରି ଓ ରାହାଜାନି ମାମଲା ରହିଛି। […]

d

Rakesh Mallick
  • Published: Saturday, 22 August 2015
  • , Updated: 22 August 2015, 04:31 AM IST

ଯାଜପୁର:  ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ପୋଲିସ ୬ ଜଣ ଡକାୟତଙ୍କୁ ଗିରଫ କରିବା ସହିତ ସେମାଙ୍କ ନିକଟରୁ ମାରଣାସ୍ତ୍ର ଜବତ କରିଛି। ଏହି ଥାନା ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପରେ ଡକାୟତ କରିବା ଉଦ୍ଦେଶ୍ୟରେ ଏମାନେ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ଖବର ପାଇ ଏମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ଏମାନଙ୍କ ନାମରେ ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଥାନାରେ ଏକାଧିକ ଡକାୟତି, ଚୋରି ଓ ରାହାଜାନି ମାମଲା ରହିଛି। ପୋଲିସ ଏମାନଙ୍କୁ କୋର୍ଟ ଚାଲାଣ କରିଛି।

Related story