ଯାଜପୁର: ଧର୍ମଶାଳା ପୋଲିସ ୯ଜଣ ଡକାୟତଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି।ଦେଉଳି ପାହାଡ ନିକଟରେ ଅଭଯୁକ୍ତମାନେ ଡକାୟତି ଯୋଜନା କରୁଥିବା ବେଳେ ବୁଧବାର ରାତିରେ ପୋଲିସ ଚଢାଉ କରି ୯ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଘଟଣା ସ୍ଥଳରୁ ଜଣେ ଫେରାର ହୋଇଯିବାକୁ ସକ୍ଷମ ହୋଇଥିଲା।ଗିରଫ ଅଭିଯୁକ୍ତ ପାଖରୁ ପୋଲିସ ବିଭିନ୍ନ ମାରଣାସ୍ତ୍ର, ନଗଦ ୪୦ହଜାର ଟଙ୍କା, ସୁନା ଚେନ, କାନଫୁଲ, ୩ଟି ମୋବାଇଲ ସମେତ ୫ଟି ଚୋରା ବାଇକ ଜବତ କରିଛି।ଏମାନଙ୍କ ନାମରେ କେନ୍ଦୁଝର, ଭଦ୍ରକ, ଯାଜପୁର ଆଦି ଜିଲାର ବିଭିନ୍ନ ଥାନାରେ ଏକାଧିକ ଡକାୟତି ଓ ରାହାଜାନୀ ମାମଲା ରହିଥିବା ପୋଲିସ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।