ଯାଜପୁର: ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲାର ନାନପୁର ପ୍ରକଳ୍ପ ବିଦ୍ୟାଳୟ ପରିସରରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସ୍କୁଲ ପରିସରରେ ଯୁବକଙ୍କ ମୃତଦେହ ପଡ଼ିଥିବା  ସ୍ଥାନୀୟ  ଲୋକ ଦେଖିବାକୁ ପାଇଥିଲେ। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଧର୍ମଶାଳା ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।

jajpur

Rakesh Mallick
  • Published: Wednesday, 27 July 2016
  • , Updated: 27 July 2016, 10:20 AM IST

Related story